ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର,୭ ।୧୧(ଓଡିଶା ଭାସ୍କର): ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୫…

ଦିନକରେ ଆଉ ୫୭୭ ଜଣଙ୍କ ଜୀବନ ନେଲା କୋରୋନା

ନୂଆଦିଲ୍ଲୀ,୭।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୫ ହଜାର ୫୬୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୩୫୬ ନୂଆ…

କିପରି ବିତିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ରାଶିଫଳ(୦୭-ନଭେମ୍ବର-୨୦୨୦)

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ…

ଖୁସି ଖବର: ରାଜ୍ୟରେ ଆଜି ୧୬୪୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୬୪୧କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୬/୧୧(ଓଡିଶା ଭାସ୍କର): ଡିସେମ୍ବର୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କିଛି ରାଜ୍ୟରେ କୋଭିଡର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ଏହି…

ପ୍ରକାଶ ପାଇଲା OJEE ରେଜଲ୍ଟ

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ଚଳିତବର୍ଷର OJEE ରେଜଲ୍ଟ ଆଜି ପ୍ରକାଶ ପାଇଛି । ବୈଷୟିକ ଶିକ୍ଷା ଓ ଦକ୍ଷତା ମନ୍ତ୍ରୀଙ୍କ ଦ୍ୱାରା ଫଳ ପ୍ରକାଶ ପାଇଛି । ପରୀକ୍ଷା ଦେଇଥିବା ୪୯,୨୬୭ ପିଲାଙ୍କୁ ରାଙ୍କ ମିଳିଛି ।…

ବିଜେଡି ଛାଡିଲେ ଜୀବନ ପ୍ରଦୀପ

ଭୁବନେଶ୍ୱର,୬ ।୧୧(ଓଡିଶା ଭାସ୍କର): ଆଜି ବିଜେଡି ଛାଡିଛନ୍ତି ଜୀବନ ପ୍ରଦୀପ ଦାସ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଜୀବନ ଇସ୍ତଫା ଦେଇଛନ୍ତି । ଦଳ ଛାଡିବା ପରେ ସେ କହିଛନ୍ତି ଯେ, ‘ଦଳ ମୋତେ ଅଣାଦଖା କରୁଥିଲା ।…