ଆଜି ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ୭୦ ପ୍ରତିଶତ ମତଦାନ

ବାଲେଶ୍ୱର,୩ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ସରିଛି । ସନ୍ଧ୍ୟା ୬ଟା ସୁଦ୍ଧା ଦୁଇଟି ଯାକ ଆସନରେ ମୋଟ୍‌ ୭୦ ପ୍ରତିଶତ ମତଦାନ ହୋଇଛି । ତେବେ ନିର୍ଦ୍ଧାରିତ ସମୟ ସୁଦ୍ଧା…

ଭୁବନେଶ୍ୱରରୁ ଆଜି ୬୯ ପଜିଟିଭ

ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ…

ଖୁସି ଖବର: ରାଜ୍ୟରେ ଆଜି ୧୪୬୨ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୪୬୨କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ବାଣ ବିକ୍ରି, ଫୁଟାଇବା ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ଚଳିତବର୍ଷ ରାଜ୍ୟରେ ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା । ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ବାଣ ବିକ୍ରି ଓ ଫୁଟାଇବା ମନା ହୋଇଛି। ବାଣ ଉପରେ କଟକଣା ଜାରି କରିଛନ୍ତି…

ସନ୍ଧ୍ୟା ୫ଟା ସୁଦ୍ଧା ୬୮.୦୮ ପ୍ରତିଶତ ମତଦାନ‌

ବାଲେଶ୍ୱର,୩ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସନ୍ଧ୍ୟା ୫ଟା ସୁଦ୍ଧା ଦୁଇଟି ଯାକ ଆସନରେ ମୋଟ୍‌ ୬୮.୦୮ ପ୍ରତିଶତ ମତଦାନ ହୋଇଛି । ହି ସମୟ ସୁଦ୍ଧା ବାଲେଶ୍ୱର…

ଭିଜିଲାନ୍ସ ଜାଲରେ ଫସିଲେ ଫରେଷ୍ଟ ଗାର୍ଡ

ସମ୍ବଲପୁର,୩ ।୧୧(ଓଡିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଲେ ସମ୍ବଲପୁର ଜୁଜୁମରାର ଫରେଷ୍ଟ ଗାର୍ଡ । ୩୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ଫରେଷ୍ଟ ଗାର୍ଡ ମଧୁସ୍ମିତା ମହାପାତ୍ର । ବନ ସୁରକ୍ଷା…