ବରମୁଣ୍ଡା ବ୍ରିଜ ତଳେ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୫ ।୧୦(ଓଡିଶା ଭାସ୍କର) : ପୁଣି ବରମୁଣ୍ଡା ବ୍ରିଜ ତଳ ନାଳ ଭିତରୁ ଖଣ୍ଡଗିର ଥାନା ପୋଲିସ ଏକ ଅଜଣା ମୃତଦେହ ଉଦ୍ଧାର କରିଛି। ତା' ସହିତ ଏକ ବାଇକ ମଧ୍ୟ ଉଦ୍ଧାର ହୋଇଛି। ଉଦ୍ଧାର ହୋଇଥିବା ଗାଡ଼ିର ଡାହାଣ…

ରାଜ୍ୟରେ ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୫ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୬୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…

ରାଜ୍ୟର ୩୦ ଜିଲ୍ଲାରୁ ୧୬୩୩ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୨୫।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୬୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

୨୪ ଘଣ୍ଟାରେ କୋରୋନା ନେଲା ୫୭୮ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୨୫ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ସଂକ୍ରମଣ । ଦେଶରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୮ ହଜାର ୫୩୪କୁ…

ରାଶିଫଳ (ରବିବାର, ୨୫ ଅକ୍ଟୋବର ୨୦୨୦)

ମେଷ- ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ । ବୃଷ- ଆଜି ଆପଣଙ୍କ ମନ କୌଣସି…

ଖୁସି ଖବର: ରାଜ୍ୟରେ ଆଜି ୨୬୧୩ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୪ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…