ରାଜଧାନୀର ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୭ ।୧୦(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରର ପେଟ୍ରୋଲ ପମ୍ପରେ ଲାଗିଲା ଭୟଙ୍କର ଅଗ୍ନିକାଣ୍ଡ । ଗଭର୍ଣ୍ଣର ହାଉସ ପାଖ ପେଟ୍ରୋଲ ପମ୍ପରେ ଲାଗିଛି ଏହି ନିଆଁ । ଭୀଷଣ ଭାବେ ନିଆଁ ଲାଗି ହୁତୁ ହୁତୁ ହୋଇ…

ଦୀନେଶ କୁମାର ଖରା ହେଲେ SBIର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ ୭।୧୦: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ବା SBIର ନୂଆ ଅଧ୍ୟକ୍ଷ ଭାବେ ଆଜି ନିଯୁକ୍ତ ହୋଇଛନ୍ତି ଦୀନେଶ କୁମାର ଖରା । କେନ୍ଦ୍ର ସରକାରଙ୍କ ଦ୍ଵାରା ଦୀନେଶଙ୍କୁ ନିଯୁକ୍ତ କରାଯାଇଛି । ଅକ୍ଟୋବର ୭ରୁ ତାଙ୍କ…

ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ

ଭୁବନେଶ୍ୱର,୭ ।୧୦ (ଓଡିଶା ଭାସ୍କର): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ-ଅନୁଭବ ମହାନ୍ତି ବିବାଦ ମାମଲା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଡିସେମ୍ବର ୧୦ରେ କୋର୍ଟରେ ହାଜର ହେବାକୁ ବର୍ଷାଙ୍କୁ ନୋଟିସ ଦିଆଯାଇଛି । ହାଜର…

ରାଜ୍ୟରେ ୧୮ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୭ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୮…

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୨୯୯୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୭ ।୧୦(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୯୯୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୩୭ ଜଣ ଓ…

ଅଭିନେତ୍ରୀ ରିୟାଙ୍କୁ ମିଳିଲା ଜାମିନ୍

ମୁମ୍ବାଇ,୭ ।୧୦: ଡ୍ରଗ୍ସ ଲିଙ୍କ ମାମଲା ଗିରଫ ହୋଇଥିବା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ । ଏହି ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ । ୨୮ ଦିନ ବିଭାଗୀୟ ହାଜତରେ…