CHARIDHAM

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ସାଂସଦ ରମେଶ ଚନ୍ଦ୍ର ମାଝୀ

ନବରଙ୍ଗପୁର, ୨୩ା୯(ଓଡ଼ିଶା ଭାସ୍କର): କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ । ସେ ଗତ ୪ତାରିଖରେ କରୋନା ସଂକ୍ରମିତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଥିଲେ ।…

୯ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ହୀରାକୁଦ ଜଳ

ସମ୍ବଲପୁର, ୨୩ା୯(ଓଡ଼ିଶା ଭାସ୍କର): ଆଜି ସକାଳେ ହୀରାକୁଦ ଜଳଭଣ୍ଡାରର ଆଉ ଦୁଇଟି ଗେଟ ଖୋଲିଛି । ମୋଟ୍ ୯ଟି ଗେଟ୍ ଦେଇ ଜଳ ନିସ୍କାସିତ ହେଉଛି । ହୀରାକୁଦ ଜଳଭଣ୍ଡାରର ଜଳ ଧାରଣର କ୍ଷମତା ୬୩୦ ଫୁଟ୍ । କିନ୍ତୁ ଏବେ…

ବାଲେଶ୍ୱର ସଦର ଉପନିର୍ବାଚନ ପ୍ରସଙ୍ଗ, ନିର୍ବାଚନ ଲଢ଼ିବେନି କହିଲେ ରବୀନ୍ଦ୍ର

ବାଲେଶ୍ୱର, ୨୩ା୯(ଓଡ଼ିଶା ଭାସ୍କର): ବାଲେଶ୍ୱର ସଦର ଉପନିର୍ବାଚନ ପ୍ରସଙ୍ଗରେ ଜିଲ୍ଲା ବିଜେଡ଼ି ସଭାପତି ରବୀନ୍ଦ୍ର ଜେନା ନିର୍ବାଚନ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଜିଲ୍ଲା ବିଜେଡ଼ି ସଭାପତି ଛାଡ଼ିବା ନେଇ…

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୫ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୩ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪, ମୟୁରଭଞ୍ଜ ଓ ପୁରୀରୁ ୨,…

ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ଆଜି ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୨୩ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୮୫ ଓ ସ୍ଥାନୀୟ ଅଞ୍ଚଳରୁ…

ଆଉ ମୃତ ବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ

ଭୁବନେଶ୍ୱର, ୨୩ା୯(ଓଡ଼ିଶା ଭାସ୍କର): ଆଉ ଏଣିକି ମୃତ ବ୍ୟକ୍ତିଙ୍କ କରୋନା ଟେଷ୍ଟ କରାଯିବ ନାହିଁ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ହସ୍ପିଟାଲକୁ ନିର୍ଦ୍ଦେଶ ଦିଆଯାଇଛି । ପରିବାରକୁ ମୃତଦେହ ହସ୍ତାନ୍ତର…