ଜାଣନ୍ତୁ, ଆଜି କିପରି ବିତିବ ଆପଣଙ୍କ ଦିନ (ସୋମବାର, ୨୧ ସେପ୍ଟେମ୍ବର ୨୦୨୦)
ମେଷ :--ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ମନର ସରସତା ଉଭେଇ ଯାଇପାରେ । ଗୃହ ସମସ୍ୟା, ଗାଡିମୋଟର ସମ୍ପର୍କୀୟ ପ୍ରତିବନ୍ଧକ ଲାଗି ରହିବ ।
ବୃଷ…