CHARIDHAM

କୃଷି ବିଲକୁ ବିଜେଡ଼ିର ବିରୋଧ

ଭୁବନେଶ୍ୱର, ୨୦ା୯(ଓଡ଼ିଶା ଭାସ୍କର): ରାଜ୍ୟସଭାରେ କୃଷି ବିଲକୁ ବିଜେଡ଼ି ପକ୍ଷରୁ ବିରୋଧ କରାଯାଇଛି । ଦୁଇଟି ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ବିଜେଡ଼ି ଦାବି କରିଛି । କୃଷି ବିଲ୍ ଉପରେ ତର୍ଜମା କରିବା ପାଇଁ ଦାବି…

ମାସ୍କ ନପିନ୍ଧିଲେ ଓଡ଼ିଶାରେ ହେବ ଭୟଙ୍କର ପରିସ୍ଥିତି, ଦିନକୁ ମରିବେ ୪୦୦ରୁ ଅଧିକ ଆକ୍ରାନ୍ତ!

ଭୁବନେଶ୍ୱର, ୨୦ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ବର୍ତ୍ତମାନ କ୍ରମାଗତ ଭାବେ ଦିନକୁ ଦିନ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏବେ ଦିନକୁ ୪ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ…

ଶ୍ରୀମନ୍ଦିର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ, ୨୦ା୯(ଓଡ଼ିଶା ଭାସ୍କର): ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ଘଟିଛି । ଆଜି ସକାଳେ ପୁରୀ ମେଡ଼ିକାଲରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି । ପ୍ରେମାନନ୍ଦ…

ରାଜ୍ୟରେ ୭୦୦ ଟପିଲା ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୦ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୦ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ପୁରୀ ଓ କଟକରୁ ୨ଜଣ ଲେଖାଏଁ, ଗଞ୍ଜାମ, ଖୋର୍ଦ୍ଧା,…

ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ଆଜି ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଜିଲ୍ଲାରୁ କେତେ

ଭୁବନେଶ୍ୱର, ୨୦ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୫୬ ଓ ସ୍ଥାନୀୟ ଅଞ୍ଚଳରୁ…

ଗୋଟିଏ ଦିନରେ ୯୨,୬୦୫ ଆକ୍ରାନ୍ତ ଚିହ୍ନଟ ଓ ୧୧୩୩ ଜଣ ମୃତ

ନୂଆଦିଲ୍ଲୀ, ୨୦ା୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୯୨,୬୦୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା…