ରାଶିଫଳ (ଶୁକ୍ରବାର, ୪ ସେପ୍ଟେମ୍ବର ୨୦୨୦)

ମେଷ- ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ । ବୃଷ- ଆଜି…

ବାସୁଦେବପୁର ବିଧାୟକଙ୍କୁ କରୋନା

ଭଦ୍ରକ,୩/୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ବଢି ବଢି ଚାଲିଛି । ଏହାରି ମଧ୍ୟରେ କରୋନା କବଜାରେ ଆସିଛନ୍ତି ଭଦ୍ରକ ଜିଲ୍ଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ। ପଜିଟିଭ ଚିହ୍ନଟ ନେଇ ଖୋଦ…

ମୁଖ୍ୟମନ୍ତ୍ରୀଙ୍କ ଫୋକସରେ କଟକ ଓ ଖୋର୍ଦ୍ଧା

ଭୁବନେଶ୍ୱର,୩ ।୯(ଓଡିଶା ଭାସ୍କର): ରାଜ୍ୟରେ କୋଭିଡ ମୁକାବିଲା ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଓ ଖୋର୍ଦ୍ଧାରେ କୋଭିଡ ଋଣନୀତି ସୁଦୃଢ କରିବାକୁ ମୁଖ୍ରମନ୍ତ୍ରୀ…

ଭୁବନେଶ୍ୱରରୁ ଆଜି ୫୭୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର, ୩ ।୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ…

ଖୁସି ଖବର: ରାଜ୍ୟରେ ଆଜି ୩୨୭୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୩ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୨୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

କରୋନା ଚିକିତ୍ସା ପାଇଁ ଷ୍ଟେରଏଡ

ନୂଆଦିଲ୍ଲୀ,୩ ।୯: ଏଣିକି କରୋନା ଚିକିତ୍ସା ପାଇଁ ବ୍ୟବହାର ହୋଇପାରିବ ଷ୍ଟେରଏଡ । କେବଳ ଗୁରୁତର ଓ ସଙ୍କାଟପନ୍ନ ରୋଗୀଙ୍କ ପାଇଁ ଏହାର ବ୍ୟବହାର ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ବା ଡବ୍ଲୁଏଚଓ ପରାମର୍ଶ ଦେଇଛି ।…

୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ! ପ୍ରବଳ ବର୍ଷିବ

ଭୁବନେଶ୍ୱର,୩ ।୯(ଓଡିଶା ଭାସ୍କର): ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୧୦ଟି ଜିଲ୍ଲା ହେଉଛି- ନବରଙ୍ଗପୁର,…