ଆଜିଠୁ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ; ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
ଓଡିଶା ଭାସ୍କର; ଆଜିଠାରୁ ଆରମ୍ଭ ହେଲା ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ୟ୍ୟକ୍ରମ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ।…