ଗୋଟିଏ ଦିନରେ ଭୁବନେଶ୍ୱରରୁ ୩୮୬ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର, ୨୭ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି…