ବଡ ଖବର: ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୩୩୮୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୩୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୨୮ ଜଣ ଓ…