ଖୁସି ଖବର: ରାଜ୍ୟରେ ଆଉ ୮୦୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୨୪ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…