ଭୁବନେଶ୍ୱରରେ ମାଡିଗଲା କରୋନା! ଆଜି ୪୫ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର,୧୦ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ମାଡିବାରେ ଲାଗିଛି । ଆଜି ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗି ୭୫୫ ଜଣ କରୋନାରେ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି ।…