କେଜ୍ରିୱାଲଙ୍କ ବୟାନ; ଆମ୍ ଆଦମୀ ପାର୍ଟିକୁ ଧ୍ୱଂସ କରିବାକୁ ଚେଷ୍ଟା କରୁଛନ୍ତି ପ୍ରଧାନମନ୍ତ୍ରୀ
ଓଡିଶା ଭାସ୍କର; ସବୁ ସମୟରେ ବିଜେପି ସରକାର ତଥା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶାଣିତ ଆକ୍ରମଣ କରି ଚର୍ଚ୍ଚାରେ ରହିଥାନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଆପ)ର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ। ସେହିପରି…