କରୋନା ମୁକ୍ତ ହେଲା ଜଗତସିଂହପୁର ଓ ଭୁବନେଶ୍ୱର, ରାଜ୍ୟରେ ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୧୮ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ୫୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୭୭କୁ ବୃଦ୍ଧି ପାଇଛି । ୫୭ଆକ୍ରାନ୍ତଙ୍କ ମଧ୍ୟରେ…