ଝଡ଼ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା, ୧୪ଟି ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର :୮ ।୫(ଓଡିଶା ଭାସ୍କର): ରାଜ୍ୟର ଦକ୍ଷିଣ ଠାରୁ ଆରମ୍ଭ କରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି ।…