ଏହି ସମସ୍ତ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟର ପ୍ରାୟତଃ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ପୁଣି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ଅର୍ଥାତ୍…