ଘରୋଇ ଅନୁଷ୍ଠାନ ସାବଧାନ! ଅଫିସ ଚଲାଇବା ପାଇଁ ଜିଲ୍ଲାପାଳଙ୍କ ଅନୁମତି ଜରୁରୀ
ଭୁବନେଶ୍ୱର, ୨୧ା୩(ଓଡ଼ିଶା ଭାସ୍କର): ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ଏହା ସମସ୍ତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏନେଇ ରାଜ୍ୟ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ୫ଟି…