ଟ୍ୱିନି ସିଟିରେ ଆସନ୍ତାକାଲିଠୁ ସମସ୍ତ ସପିଂ ମଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୫ା୩(ଓଡ଼ିଶା ଭାସ୍କର): ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ୍ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଛି । ଏହାରି…