ଚିନ୍ତାରେ ସୁନ୍ଦରଗଡ଼ : ଆତଙ୍କ ଖେଳାଉଛି ସ୍କ୍ରବ ଟାଇଫସ, ପୁଣି ୩ ଆକ୍ରାନ୍ତ
ସୁନ୍ଦରଗଡ଼ : ଦିନକୁ ଦିନ ସୁନ୍ଦରଗଡ଼ର ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ଗତକାଲି ୧୧ ଜଣ ଆକ୍ରାନ୍ତ ହୋଇଥିବା ବେଳେ ପୁଣି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩କୁ ଛୁଇଁଛି ।…