ପାରଳା ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୦ା୧(ଓଡ଼ିଶା ଭାସ୍କର): ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।…