ଦିଲ୍ଲୀ ଅଗ୍ନିକାଣ୍ଡ, ମୃତାହତଙ୍କ ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୮ା୧୨: ଦିଲ୍ଲୀ ସ୍ଥିତ ଝାନସୀ ରୋଡ଼୍ ଅନାଜ ମଣ୍ଡିରେ ଭୟାବହ ଅଗ୍ନିକାଣ୍ଡ ଘଟଣା ଘଟିଥିଲା । ନିଆଁ ଲାଗି ସେଠାରେ ୪୩ଜଣଙ୍କର ମୃତ୍ୟୁ ହେବା ସାଙ୍ଗକୁ ୧୫ଜଣ ଗୁରୁତର ଭାବେ ଆହତ ହୋଇଥିଲେ । ଏନେଇ ମୃତାହତଙ୍କ…