ଲ୍ୟାଣ୍ଡିଂ ପାଇଁ କାଉଣ୍ଟଡାଉନ୍ ମଧ୍ୟରେ ଚନ୍ଦ୍ରରୁ ନୂଆ ଫଟୋ ପଠାଇଲା ଚନ୍ଦ୍ରଯାନ-୩
ନୂଆଦିଲ୍ଲୀ: ଚନ୍ଦ୍ରଯାନ-୩ର ସଫଳ ଲ୍ୟାଣ୍ଡିଂ ପାଇଁ ଇସ୍ରୋ ପକ୍ଷରୁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍। ଚନ୍ଦ୍ରର ପାଖାପାଖି ହେଉଛି ଚନ୍ଦ୍ରଯାନ। ଆସନ୍ତା ୨୩ତାରିଖ ସନ୍ଧ୍ୟା ୬ଟା ୪ ମିନିଟ ସମୟରେ ଏହା ଚନ୍ଦ୍ରପୃଷ୍ଠରେ ଅବତରଣ…