ଡିପିଆର ପ୍ରସ୍ତୁତ: ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୂଳିଆ, ପ୍ରକଳ୍ପରେ ଖର୍ଚ୍ଚ ହେବ ୬ ହଜାର କୋଟି
ଭୁବନେଶ୍ୱର: ରାଜ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ନେଇ ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଗତକାଲି ନିଗମ…