କଳାହାଣ୍ଡିର ଉତକେଲା ବିମାନବନ୍ଦରକୁ ମିଳିଲା ଡିଜିସିଏ ପକ୍ଷରୁ ଅନୁମତି : ଟ୍ୱିଟ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶା ପାଇଁ ଆଉ ଏକ ଖୁସି ଖବର। ରାଜ୍ୟର ଆଉ ଏକ ବିମାନ ବନ୍ଦରରୁ ବିମାନ ଉଡାଣ ନେଇ ଡିଜିସିଏ ପକ୍ଷରୁ ଅନୁମତି ମିଳିଛି । କଳାହାଣ୍ଡିର ଉତକେଲା ବିମାନ ବନ୍ଦରରେ ବିମାନ ଉଡାଣ ପାଇଁ ଗତମାସରେ ଡିଜିସିଏ ଟିମ୍…