ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ; ଅତିପ୍ରବଳ ବର୍ଷା ହେବା ନେଇ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାରଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…