ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ଦେଶକୁ ଅଗ୍ରସର କରିଛି । ତେବେ ଓଡ଼ିଶାରେ ମୌସୁମୀ ପ୍ରବାହ ଦୁର୍ବଳ ଥିବା ଯୋଗୁଁ ଆର୍ଦ୍ରତା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଦଶମିକ ୧ ମିଲିମିଟର…