ରାଜ୍ୟରେ ବାରମ୍ବାର ବିଦ୍ୟୁତ୍ କାଟ୍କୁ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ; ସମସ୍ୟାର ତତ୍କାଳ ସମାଧାନ ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ବାରମ୍ବାର ବିଦ୍ୟୁତ୍କାଟ୍ ଅଭିଯୋଗର ସମାଧାନ ଲକ୍ଷ୍ୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଦ୍ୟୁତ୍ ଉପଭୋକ୍ତା ମାନଙ୍କର…