WTC Final: ପ୍ରଥମ ଇନିଂସରେ ୪୬୯ ରନ୍ରେ ଅଟକିଲା ଅଷ୍ଟ୍ରେଲିଆ, ଆରମ୍ଭରୁ ଭାରତର ବ୍ୟାଟିଂ ବିପର୍ଯ୍ୟୟ
ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ୍ ଚାମ୍ପିୟନସିପ୍ ଫାଇନାଲ ମ୍ୟାଚ୍ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏବେ ଇଂଲଣ୍ଡରେ ଚାଲିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତି ନେଇଥିଲେ। ପ୍ରଥମେ…