ଓଡ଼ିଶା ଦେଶର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବେ ଉଭା ହୋଇ ପୁଞ୍ଜିନିବେଶକାରୀଙ୍କୁ ଆକର୍ଷିତ କରୁଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବେ ଉଭା ହୋଇଛି ଏବଂ ଏହା ଗତ ଦେଢ଼ ଦଶନ୍ଧି ମଧ୍ୟରେ ଜାତୀୟ ହାର ଠାରୁ ଉଲ୍ଲେଖନୀୟ ଅଗ୍ରଗତି କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାପାନ…