ଓଡ଼ିଶାରେ ବଜ୍ରପାତ ନେଉଛି ମୁଣ୍ଡ: ଗତ ତିନି ବର୍ଷ ମଧ୍ୟରେ ରାଜ୍ୟରେ ୮୮୧ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟ ସରକାର ୨୦୧୫ ଏପ୍ରିଲ୍ ପହିଲାରୁ ବଜ୍ରପାତକୁ ଷ୍ଟେଟ୍ ସ୍ପେସିଫିକ୍ ଡିଜାଷ୍ଟର ଭାବେ ଘୋଷଣା କରିଛନ୍ତି । ବିଗତ ତିନି ବର୍ଷ ମଧ୍ୟରେ ରାଜ୍ୟରେ ବଜ୍ରପାତରେ ୮୮୧ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ…