ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାର
ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାର କେତେକ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ ଓ ବାଲେଶ୍ୱର ।…