ଆସିଲା ବିଜେଡିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଜାଣନ୍ତୁ, କାହାକୁ ମିଳିଲା ଟିକେଟ
ଓଡ଼ିଶା ଭାସ୍କର: ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପରେ ଚତୃର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜୁ ଜନତା ଦଳ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ଏନେଇ ଘୋଷଣା…