ନିର୍ବାଚନ ପୂର୍ବରୁ ଶାସକ ବିଜେଡିକୁ ବଡ଼ ଝଟକା: ଦଳରୁ ଇସ୍ତଫା ଦେଲେ ସାଂସଦ ଭର୍ତ୍ତୃହରି ମହତାବ

ଓଡ଼ିଶା ଭାସ୍କର: ନିର୍ବାଚନ ପୂର୍ବରୁ ପୁଣି ଶାସକ ବିଜେଡିକୁ ଲାଗିଛି ବଡ଼ ଝଟକା। ଦଳରୁ ଛାଡିଲେ ବିଜେଡିର ବରିଷ୍ଠ ନେତା ତଥା କଟକ ସାଂସଦ ଭର୍ତ୍ତୃହରି ମହତାବ। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଆଜି ଇସ୍ତଫା ଦେଇଛନ୍ତି ।…

ଭୁବନେଶ୍ୱର କିଟ୍ ଛକରେ ବଡ଼ ଅଗ୍ନିକାଣ୍ଡ, ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭା ଉଦ୍ୟମ ଜାରି

ଓଡ଼ିଶା ଭାସ୍କର: ରାଜଧାନୀ ଭୁବନେଶ୍ୱର କିଟ୍ ଛକରେ ବଡ଼ ଅଗ୍ନିକାଣ୍ଡ। ଉକ୍ତ ଛକସ୍ଥିତ ଏକ କର୍ପୋରେଟ ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟିଛି। ତେବେ ବିଲ୍ଡିଂର ଚତୃର୍ଥ ମହଲାରେ ଏହି ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ସେପଟେ…

ଓଡ଼ିଶାରେ ଏକାକୀ ଲଢ଼ିବ ବିଜେପି: ସୋସିଆଲ ମିଡ଼ିଆରେ ମନମୋହନ ସାମଲଙ୍କ ସ୍ପଷ୍ଟ ସୂଚନା

ଓଡ଼ିଶା ଭାସ୍କର: ପୁଣି ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଆରମ୍ଭ ହେବା ଭିତରେ ଏକ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମେଣ୍ଟ ପ୍ରସଙ୍ଗକୁ ନେଇ ସେ ସୋସିଆଲ ମିଡ଼ିଆ ଏକ୍ସ'ରେ ସ୍ପଷ୍ଟତା…

୨୦୨୪ ଲୋକସଭା ନିର୍ବାଚନ: ଚତୃର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନକୁ ନେଇ ଆଜି ଚତୃର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ଦଳ ପକ୍ଷରୁ ଆଉ ୧୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ଦେଖିବାକୁ ମିଳିଛି। ହେଲେ…

ଦିଲ୍ଲୀ ମଦ ଦୁର୍ନୀତି ମାମଲା କ’ଣ? କାହିଁକି ଗିରଫ ହେଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ?

ଓଡ଼ିଶା ଭାସ୍କର: ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ରାଜନୀତିରେ ସବୁଠାରୁ ବଡ଼ ଘଟଣା ଘଟିଛି। ଗିରଫ ହୋଇଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଆଜି…

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କ ଛଡା କେଉଁମାନେ ସବୁ ଗିରଫ ହୋଇଛନ୍ତି? ଜାଣନ୍ତୁ

ନୂଆଦିଲ୍ଲୀ: ଥରେ କିମ୍ବା ୨ ଥର ନୁହେଁ ୯ ଥର ସମନ ପଠାଇବା ପରେ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ଇଡି। ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ…

ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଗିରଫ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲା ଆପ୍

ନୁଆଦିଲ୍ଲୀ: ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରାଯାଇଛି। କିଛି ସମୟ ପୂର୍ବରୁ କେଜ୍ରିୱାଲଙ୍କ ଦିଳ୍ଲୀ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା ଇଡି 

ନୁଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲ ଗିରଫ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବର୍ତ୍ତମାନ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) । ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ତାଙ୍କୁ…

ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ଫେକ୍‌ ପର୍ଣ୍ଣ ଭିଡିଓ ଭାଇରାଲ!

ମୁମ୍ବାଇ: 'Deepfake' ଭିଡିଓକୁ ନେଇ ସବୁଠି ଖୁବ୍ ଚର୍ଚ୍ଚା ଧରିଛି। ଆଉ ଏହି ଡିପଫେକ୍ ଭିଡିଓକୁ ନେଇ ବର୍ତ୍ତମାନ ସାରା ବିଶ୍ୱ ଚିନ୍ତା ପ୍ରକଟ କଲାଣି। ବଲିଉଡ଼ ଏବଂ କ୍ରୀଡ଼ା ସେଲିବ୍ରିଟିମାନେ ଏହାର ଶିକାର ହେଉଥିବାବେଳେ…

ରାଜସ୍ଥାନ ରୟାଲ୍ସକୁ ବଡ଼ ଝଟ୍‌କା: IPL ଖେଳିବେନି ଅଷ୍ଟ୍ରେଲୀୟ ସ୍ପିନର ଆଡାମ ଜାମ୍ପା

ନୂଆଦିଲ୍ଲୀ: ଆସନ୍ତାକାଲିଠୁ ଅର୍ଥାତ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଆଇପିଏଲ ମହାକୁମ୍ଭ। ହେଲେ ଏହାପୂର୍ବରୁ ଜଣଙ୍କ ପରେ ଜଣେ ଷ୍ଟାର ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଟୁର୍ଣ୍ଣାମେଣ୍ଟରୁ ଓହରି ଯାଉଛନ୍ତି। ପୂର୍ବରୁ…