BREAKING: ଏଫଏମ୍ ଘଟଣା, ରେଭେନ୍ସା ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ପାଇଁ ଲାଗିଲା କଟକଣା
କଟକ: ବାଲେଶ୍ୱର ଏଫଏମ୍ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣା ପରେ ତାତି ଲାଗି ରହିଛି । ଏହାରି ଭିତରେ ରେଭେନ୍ସା କଲେଜ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି । ବିଶ୍ୱ ବିଦ୍ୟାଳୟ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ…