BREAKING: ପ୍ରଶାନ୍ତ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ୱର: ପହଲଗାମ ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ପ୍ରଶାନ୍ତ ଶତପଥୀଙ୍କ ପ୍ରାର୍ଥୀବ ଶରୀରକୁ ଜନ୍ମ ମାଟିରେ ଶେଷ ଦର୍ଶନ କରୁଛନ୍ତି ହଜାର ହଜାର ଲୋକ। ପ୍ରଶାନ୍ତଙ୍କୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇବାକୁ…