ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନର ବିକାଶ ପାଇଁ ମୌସୁମୀ ବୈଠକ; ନୂତନ କ୍ଷୀର ପ୍ୟାକେଟ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନର ବିକାଶ ନିମନ୍ତେ ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହୋଇଛି ମୌସୁମୀ ବୈଠକ । କେନ୍ଦ୍ର ମତ୍ସ୍ୟଚାଷ, ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ ଅଧୀନରେ ଥିବା…