ୟୁକ୍ରେନ୍ ସହ ଶାନ୍ତି ବାର୍ତ୍ତାକୁ ନେଇ ରୁଷ ରାଷ୍ଟ୍ରପତିଙ୍କ ବଡ଼ ବୟାନ; ଭାରତକୁ ନେଇ କହିଲେ ଏପରି କଥା
ନୂଆଦିଲ୍ଲୀ: ଗୁରୁବାର ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ୟୁକ୍ରେନ୍ ସହ ଶାନ୍ତି ବାର୍ତ୍ତାକୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ୟୁକ୍ରେନ୍ ସହ ରୁଷର ସମ୍ଭାବିତ ଶାନ୍ତି ବାର୍ତ୍ତାରେ ଚୀନ୍, ଭାରତ ଏବଂ…