ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକୁ ନିଯୁକ୍ତି କ୍ଷମତା ଦିଆଯିବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: 'ବିଶ୍ୱବିଦ୍ୟାଳୟ ନିୟମରେ ପୁରୁଣା ଢାଞ୍ଚାକୁ ଆପଣାଯିବ। ପୁଣି ବିଶ୍ୱବିଦ୍ୟାଳୟରେ ସିନେଟ୍ ବ୍ୟବସ୍ଥା ରହିବ । ବିଶ୍ୱବିଦ୍ୟାଳୟ ସ୍ୱତନ୍ତ୍ରତା ବଜାୟ ରହିବ । ସବୁଠାରୁ ବଡ଼ କଥା ହେଲା ଯେ ରାଜ୍ୟରେ ଥିବା…