ମାହାଙ୍ଗା ଡବଲ ମର୍ଡ଼ର ମାମଲା: ୯ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ
କଟକ: ଆଜି ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ରାୟ ପ୍ରକାଶ ପାଇଛି । ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଅତିରିକ୍ତ ଦୌରା ଜଜ୍ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କରାଦଣ୍ଡାଦେଶ ଶୁଣାଇଛନ୍ତି । ତେବେ ପ୍ରମାଣ…