ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା; କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ୫ ମୃତ, ୨୦ରୁ ଉର୍ଦ୍ଧ୍ୱ ଆହତ
କୋଲକାତା: ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି । ଟ୍ରାକରେ ଛିଡ଼ା ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍ ଟ୍ରେନକୁ ପଛପଟୁ ଦୃତ ଗତିରେ ଆସୁଥିବା ଏକ ମାଲବାହୀ ଟ୍ରେନ୍ ଧକ୍କା ଦେଇଥିଲା ।…