କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ, ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ସାଢ଼େ ୯ଟାରେ ଭୁବନେଶ୍ୱର ପହଞ୍ଚିବେ । ଏହା ସହ କାଲି ଭୁବନେଶ୍ୱରରେ ରାତ୍ରୀଯାପନ କରିବା ସହ ସୋମବାର ବ୍ରହ୍ମପୁର ଏବଂ…