ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ ଲାଗିଲା ବଡ଼ ଝଟକା, ଅବକାରୀ ନୀତି ମାମଲାରେ କେସ୍ ଆରମ୍ଭ କରିବାକୁ EDକୁ ମିଳିଲା ଅନୁମତି
ନୂଆଦିଲ୍ଲୀ: ଆସନ୍ତା ବର୍ଷ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆପ୍ ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା ଲାଗିଛି । ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର ଭିକେ ସକ୍ସେନା…