ଦୈନନ୍ଦିନ ଜୀବନରେ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟର ରହିଛି ଗୁରୁତ୍ୱପୂର୍ଣ ଭୂମିକା: କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ
ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ଆସନ୍ତା ନଭେମ୍ବର ୧୦ ଓ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ…