କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ; କାରଣ ଅସ୍ପଷ୍ଟ, ପୋଲିସର ଛାନଭିନ୍ ଜାରି
ବରଗଡ଼: ଜିଲ୍ଲା କାରାଗାରରେ ଜଣେ ବିଚାରଧୀନ କଏଦୀଙ୍କ ସନ୍ଦିଗ୍ଧ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି । ଜେଲ ବାଥରୁମରେ ଗାମୁଛାରେ ଝୁଲି କଏଦୀ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କଏଦୀଙ୍କୁ ଏଭଳି…