ଆସିଲା କଲରାପତରିଆ ବାଘ ଗଣନା ରିପୋର୍ଟ, ଓଡ଼ିଶାରେ ଅଛନ୍ତି ମୋଟ୍ ୬୯୬ କଲରାପତରିଆ
ଭୁବନେଶ୍ଵର: ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ପ୍ରକାଶ ପାଇଛି । ରାଜ୍ୟରେ ବଢିଛି କଲରାପତରିଆ ବାଘଙ୍କ ସଂଖ୍ୟା । ଓଡ଼ିଶାରେ ମୋଟ୍ ୬୯୬ଟି କଲରାପତରିଆ ବାଘ ରହିଥିବା ସୂଚନା ମିଳିଛି । ଟ୍ରାପ କ୍ୟାମେରା…