ଆସନ୍ତାକାଲି ବିଶ୍ବପ୍ରସିଦ୍ଧ ରଥଯାତ୍ରା, ଜାଣନ୍ତୁ ଶ୍ରୀଗୁଣ୍ଡିଚା ଯାତ୍ରା ନୀତି
ପୁରୀ: ମହାପ୍ରଭୁଙ୍କ ଦିବ୍ୟ ଓ ଭବ୍ୟ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଆସନ୍ତାକାଲି ଦାରୁବିଗ୍ରହଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା । ସକାଳ 9 ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ ।
9.15 ରେ ମଙ୍ଗଳାର୍ପଣ ପରେ 9.30 ରୁ…