କୋଭିଡ୍ ନେଇ ଆଜି ବଡ଼ ବୈଠକ; କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସିପାରେ ଗାଇଡଲାଇନ
ନୂଆଦିଲ୍ଲୀ: ଦେଶରେ କୋଭିଡ ସ୍ଥିତିକୁ ନେଇ ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ଦିନ 12ଟାରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ବୈଠକ ବସିବ । ଏଥିରେ ଅଧ୍ୟକ୍ଷତା କରିବେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ।…