ରାତି ଅଧରେ ଗଦି କାରଖାନାରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
ଭୁବନେଶ୍ବର: ରାତି ଅଧରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଳିଗଲା ଗଦି କାରଖାନା । ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଦେଖିବାକୁ ମିଳିଛି ଭୟଙ୍କର ଅଗ୍ନିକାଣ୍ଡ । ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡରେ ହୁହୁ…