ଡେଙ୍ଗୁ,ମ୍ୟାଲେରିଆ ପରି ଭୟଙ୍କର ରୋଗକୁ ସାଥିରେ ଧରି ଆସିଥାଏ ବର୍ଷା, କିପରି ନିଜକୁ ସୁରକ୍ଷିତ ରଖିିବେ ଜାଣି ନିଅନ୍ତୁ
ନୂଆଦିଲ୍ଲୀ:ଏବେ ଦେଶର ବହୁ ସ୍ଥାନରେ ମୌସୁମୀ ବର୍ଷା ଆରମ୍ଭ ହୋଇଗଲାଣି । ଏହି ବର୍ଷା ଗୋଟିଏ ପଟେ ଗରମରୁ ମୁକ୍ତି ଦେଇଥିବା ବେଳେ ଅନ୍ୟପଟେ ଏହା ବିଭିନ୍ନ ରୋଗ (ଯେପରିକି ଡେଙ୍ଗୁ, ମ୍ୟାଲେରିଆ)ର ଆଶଙ୍କାକୁ ବି ନିଜ…